logo
logo
add image
news image

୨୦୨୧-୨୨ ଆର୍ଥିକ ବର୍ଷର ବଜେଟ ଉପସ୍ଥାପିତ - ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ଟଙ୍କା ବ୍ୟୟବରାଦ

ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ । କୋଭିଡ ମହାମାରୀ ପରେ ପ୍ରଥମ ଥର ପାଇଁ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରିଛ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

 

 

1-ପ୍ରଶାସନିକ ବ୍ୟୟ ବରାଦ ପାଇଁ ୮୫ ହଜାର କୋଟି

2-ବିଭିନ୍ନ କାର୍ଯ୍ୟକ୍ରମ ବାବଦକୁ ବ୍ୟୟବରାଦ ୭୫ ହଜାର କୋଟି

3-ବିପର୍ଯ୍ୟୟ ପ୍ରଶମନ ପାଇଁ ବ୍ୟୟବରାଦ ୩ହଜାର ୫୦ କୋଟି

4-ସ୍ଥାନୀୟ ନିକାୟ ଓ ଉନ୍ନୟନ ସଂସ୍ଥାକୁ ହସ୍ତାନ୍ତର ପାଇଁ ୬ ହଜାର ୯୫୦ କୋଟି

5-କାଳିଆ ଯୋଜନା ପାଇଁ ୧୮୦୦ କୋଟି

6-ବିହନ ପାଇଁ ଶହେ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠି

7-ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟବରାଦ

8-ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ

9-ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା ବ୍ୟୟବରାଦ

10-ବନ୍ୟାନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ

footer
Top