ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ । କୋଭିଡ ମହାମାରୀ ପରେ ପ୍ରଥମ ଥର ପାଇଁ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରିଛ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।
1-ପ୍ରଶାସନିକ ବ୍ୟୟ ବରାଦ ପାଇଁ ୮୫ ହଜାର କୋଟି
2-ବିଭିନ୍ନ କାର୍ଯ୍ୟକ୍ରମ ବାବଦକୁ ବ୍ୟୟବରାଦ ୭୫ ହଜାର କୋଟି
3-ବିପର୍ଯ୍ୟୟ ପ୍ରଶମନ ପାଇଁ ବ୍ୟୟବରାଦ ୩ହଜାର ୫୦ କୋଟି
4-ସ୍ଥାନୀୟ ନିକାୟ ଓ ଉନ୍ନୟନ ସଂସ୍ଥାକୁ ହସ୍ତାନ୍ତର ପାଇଁ ୬ ହଜାର ୯୫୦ କୋଟି
5-କାଳିଆ ଯୋଜନା ପାଇଁ ୧୮୦୦ କୋଟି
6-ବିହନ ପାଇଁ ଶହେ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠି
7-ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟବରାଦ
8-ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ
9-ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା ବ୍ୟୟବରାଦ
10-ବନ୍ୟାନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ