logo
logo
add image
news image

ମ୍ୟୁନିସିପାଲଟି ଓ NAC ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ, ୫ ସୁଦ୍ଧା ସରିବ ସୀମା ନିର୍ଦ୍ଧାରଣ

ମ୍ୟୁନିସିପାଲଟି ଓ NAC ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଓ୍ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ, ସବୁ ମ୍ୟୁନିସିପାଲ କମିଶନର ଓ ଜିଲ୍ଲାପାଳଙ୍କୁ ଚିଠି, ପୌର ପ୍ରଶାସନ ନିର୍ଦ୍ଦେଶକ ଲେଖିଲେ ଚିଠି, ୨୦୧୧ଜନଗଣନା ଅନୁଯାୟୀ ହେବ ସୀମା ପୁନଃ ନିର୍ଦ୍ଧାରଣ, ୫ମହାନଗର ନିଗମ ଓ ୧୦୭ପୌରାଞ୍ଚଳର ସୀମା ପୁନଃ ନିର୍ଦ୍ଧାରଣ ଓ ଅଣସିଡ୍ୟୁଲ ଅଞ୍ଚଳରେ ଓବିସି ପାଇଁ ରହିବନି ସଂରକ୍ଷଣ, ଜାନୁଆରୀ ୫ସୁଦ୍ଧା ମହାନଗର ନିଗମ ସୀମା ପୁନଃ ନିର୍ଦ୍ଧାରଣ ତାଲିକା ଏବଂ ଜାନୁଆରୀ ୭ସୁଦ୍ଧା ପ୍ରକାଶ ପାଇବ ଚିଠା ତାଲିକା, ଜାନୁଆରୀ ୧୨ସୁଦ୍ଧା ଆପତ୍ତି ଅଭିଯୋଗ ଦାଖଲ, ଜାନୁଆରୀ ୧୩ରେ ସୀମା ପୁନଃ ନିର୍ଦ୍ଧାରଣ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣାପଡ଼ିଛି ।

footer
Top