Please wait...

Trending Now
  • ୧୮ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ଆକାଉଣ୍ଟ କଟକଣା ! ଲୋଡ଼ା ପଡ଼ିବ ଅଭିଭାବକଙ୍କ ଅନୁମତି !
  • ଶ୍ରୀମନ୍ଦିର ବାହାରେ ବିକ୍ରି ହେଉଥିବା ଖଜା; 'ମହାପ୍ରସାଦ' ନୁହେଁ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
  • ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ‘ସୁଭଦ୍ରା’ର ଦୁଇଟି କିସ୍ତି ପ୍ରଭାତୀ ପରିଡ଼ା
  • ଚୂଡାନ୍ତ ପର୍ଯ୍ୟାୟରେ ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ, ନିବେଶକଙ୍କ ପାଖରେ ଓଡିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
  • ଏଣିକି ‘ବ୍ୟକ୍ତିଗତ ଋଣ’ ନେବା ପୂର୍ବାପେକ୍ଷା ହେବ କଷ୍ଟକର ! ଜାଣନ୍ତୁ କାହିଙ୍କି
Monday, Jan 6, 2025
Published on: Thursday, January 02, 2025
Odisha

ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର


ଓଏନଏଲ୍(ବ୍ୟୁୁରୋ) - ରାଜ୍ୟ ସରକାର ଗୁରୁବାର ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି । କାରାବରଣ କରିଥିବା ସ୍ୱାଧୀନତା ସଂଗ୍ରାମୀଙ୍କ ପେନସନ ଦୁଇଗୁଣା କରିଛନ୍ତି ରାଜ୍ୟ ସରକାର । କାରାବରଣ କରିଥିଲେ ସ୍ୱାଧୀନତା ସଂଗ୍ରାମୀ ଏଣିକି ୧୦ ହଜାର ବଦଳରେ ୨୦ ହଜାର ପାଇବେ । କାରାବରଣ କରିନଥିଲେ ୯ ହଜାର ବଦଳରେ ପାଇବେ ୧୫ ହଜାର । ଜାତୀୟ ପେନସନ ପାଉଥିବା ସଂଗ୍ରାମୀ ୮ ହଜାର ବଦଳରେ ୧୦ ହଜାର ପାଇବେ । ସେହିପରି ମିସା ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ୨୦ ହଜାର ପ୍ରଦାନ କରାଯିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ହୋଇଛି ।

Recent News
Copyright © 2025 ODISHANEWSLIVE.COM. All rights reserved.