Please wait...

Trending Now
  • ରାଜ୍ୟରେ ୨.୪ ଲକ୍ଷ କୋଟି ଟଙ୍କା ମୂଲ୍ୟର ପୁଞ୍ଜି ବିନିଯୋଗ ପ୍ରସଙ୍ଗ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କୁ ବିଜେଡି ନେତା ଗୌତମ ବୁଦ୍ଧ ଦାସଙ୍କ ସମାଲୋଚନା
  • HMPV ଭାଇରସକୁ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି : ମୁକେଶ ମହାଲିଙ୍ଗ
  • ଆଗାମୀ ୫ଦିନ ଭିତରେ ଅଦିନିଆ ବର୍ଷାର ଶିକାର ଚାଷୀଙ୍କୁ କ୍ଷତିପୂରଣ ମିଳିବ : ସୁରେଶ ପୂଜାରୀ
  • ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ
  • ନେପାଳ ସୀମାନ୍ତରେ ଶକ୍ତିଶାଳୀ ଭୂକମ୍ପ ! ୧୨୦କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା, ବହୁ ଆହତ
Wednesday, Jan 8, 2025
Published on: Saturday, January 04, 2025
Odisha

ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ‘ସୁଭଦ୍ରା’ର ଦୁଇଟି କିସ୍ତି ପ୍ରଭାତୀ ପରିଡ଼ା


ଓଏନଏଲ୍(ବ୍ୟୁୁରୋ) - ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ‘ସୁଭଦ୍ରା’ର ଦୁଇଟି କିସ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା।  ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି । ଜମି ୫ ଏକର ଅଛି ନା ନାହିଁ ତାହାର ସର୍ଭେ ଜାନୁଆରୀ ୧୫ରେ ସରିବ। ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି । ତେଣୁ ଜାନୁଆରୀ ୧୫ ପରେ  ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।

Recent News
Copyright © 2025 ODISHANEWSLIVE.COM. All rights reserved.