Please wait...

Trending Now
  • ଘୋଷଣା ବଦଳାଇଲେ ସ୍ବାସ୍ଥ୍ୟମନ୍ତ୍ରୀ ! ଜାନୁଆରୀ ନୁହେଁ ଫେବୃଆରୀ ମାସରେ ଲାଗୁ ହେବ ଆୟୁଷ୍ମାନ ଭାରତ
  • ବିପୁଳ ସୁନା କିଣୁଛି ରିଜର୍ଭ ବ୍ୟାଙ୍କ ! RBI ଭଣ୍ଡାରରେ ଗଚ୍ଛିତ ଥିବା ସୁନା ପରିମାଣ ୮୭୬ ଟନକୁ ବୃଦ୍ଧି
  • ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ ଜାରି
  • ସମସ୍ତ ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଜେପି ସାଂସଦ ପ୍ରଦୀପ ପାଣିଗ୍ରାହୀ, ସାମ୍ବାଦିକ ସମ୍ମିଳନୀ କରି କହିଲେ ପଣା ସଂକ୍ରାନ୍ତିରେ ଖୋଲିବେ ‘ବିଜେଡ଼ି ପାଞ୍ଜି’
  • ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ହେଲା ଶୁଭାରମ୍ଭ, ରାଜଧାନୀ ଉତ୍ସବମୁଖର
Thursday, Jan 9, 2025
Published on: Wednesday, January 08, 2025
Odisha

ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ ଜାରି


ଓଏନଏଲ୍(ବ୍ୟୁୁରୋ) - ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ଝାରସୁଗୁଡା, କଳାହାଣ୍ଡି , ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲା। ସେପଟେ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ଶୀତ ଅନୁଭୁତ ହେବ। ଏହାପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ରେକର୍ଡ ହୋଇଛି।

Recent News
Copyright © 2025 ODISHANEWSLIVE.COM. All rights reserved.