Please wait...

Trending Now
  • ଓଡିଶାକୁ ଶୀଘ୍ର ଆସିବ ମୌସୁମୀ ! ସ୍ବାଭାବିକ ସମୟ ପୂର୍ବରୁ ଆସିବା ଅନୁମାନ କଲା
  • ମାତିଛନ୍ତି ସାଇବର ଲୁଟେରା ! ଠକାମିରୁ ବଞ୍ଚିବାକୁ ବାଟ ବତାଇଲେ ଭୁବନେଶ୍ବର DCP ପ୍ରତୀକ ସିଂହ
  • ଯିଏ ଆପଣଙ୍କ ସାଙ୍ଗରେ ଦିନରାତି ଛିଡ଼ା ହେବେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ, ଟୁରିଷ୍ଟଙ୍କୁ ନୁହେଁ: କାର୍ତ୍ତିକ ପାଣ୍ଡିଆନ୍
  • BSF ମହିଳା ଯବାନଙ୍କୁ ଡ୍ୟୁଟିରେ ଥିବାବେଳେ ମେକ୍‌ଅପ୍‌ ମନା, ପିନ୍ଧିପାରିବେନି ଲମ୍ବା କାନଫୁଲ
  • BJD ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସୁରକ୍ଷା ସମ୍ବନ୍ଧିତ ମିଛ RTI ଭାଇରାଲ ମାମଲା, ପ୍ରକାଶ ଦାସଙ୍କୁ ପଚରାଉଚରା କଲା ପୋଲିସ
Thursday, May 16, 2024
Published on: Sunday, April 28, 2024
Odisha

୨ ଲୋକସଭା ଓ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ


ଓଏନଏଲ୍(ବ୍ୟୁୁରୋ) - କଂଗ୍ରେସ ପକ୍ଷରୁ ଆଜି(ରବିବାର ) ଦୁ୍ଇ ଲୋକସଭା ଓ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା  କରାଯାଇଛି। କଟକ ଲୋକସଭା ଆସନ ପାଇଁ ସୁରେଶ ମହାପାତ୍ର ପ୍ରାର୍ଥୀ ହୋଇଥିବା ବେଳେ ସମ୍ବଲପୁରରେ ଲୋକସଭା ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ତାହା ପରିବର୍ତ୍ତନ କରାଯାଇ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି।

ସେହିପରି ୮ ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି।

    ବାରିପଦା-ପ୍ରମୋଦ କୁମାର ହେମ୍ବ୍ରମ( ବାଦଲ ହେମ୍ବ୍ରମଙ୍କ ଟିକେଟ କଟିଲା)
    ଜଳେଶ୍ୱର- ଦେବୀ ପ୍ରସନ୍ନ ଚାନ୍ଦ
    ବାଲେଶ୍ୱର- ମୋନାଲିସା ଲେଙ୍କା
    ବଡ଼ଚଣା- ଅଜୟ ସାମଲ
    ପାଲଲହଡ଼ା- ଫକୀର ସାମଲ
    ବାରବାଟୀ-କଟକ – ସୋଫିଆ ଫିର୍ଦ୍ଦୋସ
    ଜଗତସିଂହପୁର-ପ୍ରତିମା ମଲ୍ଲିକ
    ଖଣ୍ଡପଡ଼ା- ବୈଜୟନ୍ତୀମାଳା ମହାନ୍ତି( ମନୋଜ ପ୍ରଧାନଙ୍କ ଟିକେଟ କଟିଲା)

Recent News
Copyright © 2024 ODISHANEWSLIVE.COM. All rights reserved.