Please wait...

Trending Now
  • ସ୍ବତନ୍ତ୍ର ଅଦାଲତ ମନି ଲଣ୍ଡରିଂ ଅଭିଯୋଗର ସଜ୍ଞାନ ନେବା ପରେ ଅଭିଯୁକ୍ତଙ୍କୁ ଗିରଫ କରିପାରିବ ନାହିଁ ED : ସୁପ୍ରିମକୋର୍ଟ
  • କେଜ୍ରିୱାଲଙ୍କ ବାସଭବନରେ ମାରପିଟ୍ ଘଟଣା, ସ୍ବାତି ମାଲିୱାଲଙ୍କ ବୟାନ ରେକର୍ଡ କଲା ଦିଲ୍ଲୀ ପୋଲିସ
  • ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଗଞ୍ଜାମ ଜିଲ୍ଲାରେ ମୁତୟନ ହେବେ ୨୦ କମ୍ପାନୀ ସିଏପିଏଫ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
  • BJPକୁ ବାଏ କହି BJDକୁ ବାହୁଡିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ
  • ରାଜଧାନୀରେ BJD ସୁପ୍ରିମୋଙ୍କ ମେଗା ରୋଡ୍ ଶୋ’, କାର୍ତ୍ତିକ ପାଣ୍ଡିଆନ ମଧ୍ୟ ସାମିଲ
Saturday, May 18, 2024
Published on: Wednesday, May 01, 2024
National/International

ଅବଦୁଲ କଲାମ ଦ୍ବୀପରୁ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ


ଓଏନଏଲ୍(ବ୍ୟୁୁରୋ) - ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ ହୋଇଛି। ଆଜି (ବୁଧବାର) ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି। ଡିଆରଡିଓ ପ୍ରସ୍ତୁତ ଏହି ମିସାଇଲର ୬୩୪ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଶତ୍ରୁପକ୍ଷର ସମସ୍ତ ଟାର୍ଗେଟକୁ ଏହା ଧ୍ୱଂସ କରିବାରେ ସକ୍ଷମ ବୋଲି ସୂଚନା ମିଳିଛି।

Recent News
Copyright © 2024 ODISHANEWSLIVE.COM. All rights reserved.