Please wait...

Trending Now
  • ସ୍ବତନ୍ତ୍ର ଅଦାଲତ ମନି ଲଣ୍ଡରିଂ ଅଭିଯୋଗର ସଜ୍ଞାନ ନେବା ପରେ ଅଭିଯୁକ୍ତଙ୍କୁ ଗିରଫ କରିପାରିବ ନାହିଁ ED : ସୁପ୍ରିମକୋର୍ଟ
  • କେଜ୍ରିୱାଲଙ୍କ ବାସଭବନରେ ମାରପିଟ୍ ଘଟଣା, ସ୍ବାତି ମାଲିୱାଲଙ୍କ ବୟାନ ରେକର୍ଡ କଲା ଦିଲ୍ଲୀ ପୋଲିସ
  • ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଗଞ୍ଜାମ ଜିଲ୍ଲାରେ ମୁତୟନ ହେବେ ୨୦ କମ୍ପାନୀ ସିଏପିଏଫ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
  • BJPକୁ ବାଏ କହି BJDକୁ ବାହୁଡିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ
  • ରାଜଧାନୀରେ BJD ସୁପ୍ରିମୋଙ୍କ ମେଗା ରୋଡ୍ ଶୋ’, କାର୍ତ୍ତିକ ପାଣ୍ଡିଆନ ମଧ୍ୟ ସାମିଲ
Saturday, May 18, 2024
Published on: Thursday, May 02, 2024
Odisha

ଶେଷ ୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ


ଓଏନଏଲ୍(ବ୍ୟୁୁରୋ) - ରାଜ୍ୟରେ ବାକି ଥିବା ୩ ବିଧାନସଭା ଆସନ ପାଇଁ ଗୁରୁବାର ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି।

Recent News
Copyright © 2024 ODISHANEWSLIVE.COM. All rights reserved.