Please wait...

Trending Now
  • ସ୍ବତନ୍ତ୍ର ଅଦାଲତ ମନି ଲଣ୍ଡରିଂ ଅଭିଯୋଗର ସଜ୍ଞାନ ନେବା ପରେ ଅଭିଯୁକ୍ତଙ୍କୁ ଗିରଫ କରିପାରିବ ନାହିଁ ED : ସୁପ୍ରିମକୋର୍ଟ
  • କେଜ୍ରିୱାଲଙ୍କ ବାସଭବନରେ ମାରପିଟ୍ ଘଟଣା, ସ୍ବାତି ମାଲିୱାଲଙ୍କ ବୟାନ ରେକର୍ଡ କଲା ଦିଲ୍ଲୀ ପୋଲିସ
  • ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଗଞ୍ଜାମ ଜିଲ୍ଲାରେ ମୁତୟନ ହେବେ ୨୦ କମ୍ପାନୀ ସିଏପିଏଫ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
  • BJPକୁ ବାଏ କହି BJDକୁ ବାହୁଡିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ
  • ରାଜଧାନୀରେ BJD ସୁପ୍ରିମୋଙ୍କ ମେଗା ରୋଡ୍ ଶୋ’, କାର୍ତ୍ତିକ ପାଣ୍ଡିଆନ ମଧ୍ୟ ସାମିଲ
Saturday, May 18, 2024
Published on: Thursday, May 02, 2024
Odisha

ଆଉ ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି


ଓଏନଏଲ୍(ବ୍ୟୁୁରୋ) - ଆଉ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଘଷିପୁରା ଆସନରୁ ଶମ୍ଭୁନାଥ ରାଉତଙ୍କୁ ପ୍ରାର୍ଥୀ କରିଛି ଦଳ । ଭୋଗରାଇ ଆସନରୁ ଆଶିଷ ପାତ୍ର, ଭଣ୍ଡାରିପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ -କଟକରୁ ଡକ୍ଟର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ବେଗୁନିଆରୁ ପ୍ରକାଶ ଚନ୍ଦ୍ର ରଣବିଜୁଳି ନିର୍ବାଚନ ଲଢ଼ିବେ।

Recent News
Copyright © 2024 ODISHANEWSLIVE.COM. All rights reserved.